Analyse @dpradhanbjp's tweets
@dpradhanbjp
| 1,927,588 followers
ଦେଶରେ ଜନଜାତି ଜନସଂଖ୍ୟାର ବିକାଶ ପାଇଁ ନିରନ୍ତର ଉଦ୍ୟମ କରିବା ତଥା ବିଶେଷଭାବରେ ଓଡ଼ିଶାରେ ଜନଜାତି ସମ୍ପ୍ରଦାୟଙ୍କର ସାମୂହିକ ବିକାଶ ଏବଂ କଲ୍ୟାଣକୁ ନିଶ୍ଚିତ କରିଥିବାରୁ ପ୍ରଧାନମନ୍ତ୍ରୀ @narendramodi ଜୀ ଏବଂ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ @MundaArjun ଜୀଙ୍କୁ ଧନ୍ୟବାଦ ।